Processing math: 100%

BSE Odisha 9th Class Maths Solutions Geometry Chapter 6 ଅଙ୍କନ Ex 6(c)

Odisha State Board BSE Odisha 9th Class Maths Solutions Geometry Chapter 6 ଅଙ୍କନ Ex 6(c) Textbook Exercise Questions and Answers.

BSE Odisha Class 9 Maths Solutions Geometry Chapter 6 ଅଙ୍କନ Ex 6(c)

Question 1.
Δ ABC ଅଙ୍କନ କର ଯାହାର :
(i) a + b + c = 11 ସେ.ମି., m∠B = 60°, m∠C = 75° ।
ସମାଧାନ:
ଅଙ୍କନ ପ୍ରଣାଳୀ :
BSE Odisha 9th Class Maths Solutions Geometry Chapter 6 ଅଙ୍କନ Ex 6(c) 1
(a) 11 ସେ.ମି. ଦୈର୍ଘ୍ୟ ବିଶିଷ୍ଟ XY ଅଙ୍କନ କର ।
(b) X ବିନ୍ଦୁରେ (\frac{1}{2} × 60°) 30° ଏବଂ Y ବିନ୍ଦୁରେ (\frac{1}{2} × 75°) 37\frac{1}{2}° ପରିମାଣ
ବିଶିଷ୍ଟ ଯଥାକ୍ରମେ ∠MXY ଏବଂ ∠NYX ଅଙ୍କନ କର ।
\overrightarrow{\mathrm{XM}}\overrightarrow{\mathrm{YN}} ର ଛେଦବିନ୍ଦୁ A ହେଉ ।
(c) AX ଓ AY ର ସମସ୍ଵିଖଣ୍ଡକ ଲମ୍ବ ଅଙ୍କନ କର ଯେପରିକି ସେମାନେ XY କୁ ଯଥାକ୍ରମେ B ଓ C ବିନ୍ଦୁରେ ଛେଦ କରିବେ ।
(d) AB ଓ AC ଅଙ୍କନ କରି Δ ABC ସଂପୂର୍ଣ୍ଣ କର ।

BSE Odisha 9th Class Maths Solutions Geometry Chapter 6 ଅଙ୍କନ Ex 6(c)

(ii) a + b + c = 10.5 ସେ.ମି., m∠B = 105°, m∠A = 45° ।
ସମାଧାନ:
ଅଙ୍କନ ପ୍ରଣାଳୀ :
BSE Odisha 9th Class Maths Solutions Geometry Chapter 6 ଅଙ୍କନ Ex 6(c) 2
(a) 10.5 ସେ.ମି. ଦୈର୍ଘ୍ୟ ବିଶିଷ୍ଟ XY ଅଙ୍କନ କର ।
(b) X ବିନ୍ଦୁରେ \frac{105°}{2} = 52\frac{1}{2}° ଏବଂ Y ବିନ୍ଦୁରେ \frac{45°}{2} = 22\frac{1}{2}° ପରିମାଣବିଶିଷ୍ଟ ଯଥାକ୍ରମେ ∠MXY ଓ ∠NYX ଅଙ୍କନ କର ।
\overrightarrow{\mathrm{XM}}\overrightarrow{\mathrm{YN}} ର ଛେଦବିନ୍ଦୁ A ହେଉ ।
(c) AX ଓ AY ର ସମର୍ଦ୍ଦିଖଣ୍ଡକ ଲମ୍ବ ଅଙ୍କନ କର ଯେପରିକି ସେମାନେ XY କୁ ଯଥାକ୍ରମେ B ଓ C ବିନ୍ଦୁରେ ଛେଦ କରିବେ ।
(d) AB ଓ AC ଅଙ୍କନ କରି Δ ABC ସଂପୂର୍ଣ୍ଣ କର ।

(iii) m∠B = 90°, AB = BC ଓ ପରିସୀମା = 12 ସେ.ମି. ।
ସମାଧାନ:
ଅଙ୍କନ ପ୍ରଣାଳୀ :
BSE Odisha 9th Class Maths Solutions Geometry Chapter 6 ଅଙ୍କନ Ex 6(c) 3
(a) XY ରେଖାଖଣ୍ଡ ଅଙ୍କନ କର ଯାହାର ଦୈର୍ଘ୍ୟ 12 ସେ.ମି. ।
(b) X ବିନ୍ଦୁରେ 45° ମାପରେ ∠MXY ଏବଂ Y ବିନ୍ଦୁରେ 22\frac{1}{2}° ମାପରେ ∠NYX ଅଙ୍କନ କର ।
(c) \overrightarrow{\mathrm{XM}}\overrightarrow{\mathrm{YN}} ଦ୍ଵୟର ଛେଦବିନ୍ଦୁ A ହେଉ ।
(d) AX ଓ AY ର ସମଦ୍ବିଖଣ୍ଡକ XY କୁ ଯଥାକ୍ରମେ B ଓ C ବିନ୍ଦୁରେ ଛେଦ କରନ୍ତୁ ।
(e) AB ଓ AC ଅଙ୍କନ କରି Δ ABC ସମ୍ପୂର୍ଣ୍ଣ କର ।

(iv) a = b, ପରିସୀମା = 10.7 ସେ.ମି. ଓ m∠A = 75° ।
ସମାଧାନ:
ଅଙ୍କନ ପ୍ରଣାଳୀ :
BSE Odisha 9th Class Maths Solutions Geometry Chapter 6 ଅଙ୍କନ Ex 6(c) 4
(a) XY ଅଙ୍କନ କର ଯାହାର ଦୈର୍ଘ୍ୟ 10.7 ସେ.ମି.
(b) X ବିନ୍ଦୁରେ 37\frac{1}{2}° ମାପରେ ∠MXY ଏବଂ Y ବିନ୍ଦୁରେ 37\frac{1}{2}° ମାପରେ ∠NYX ଅଙ୍କନ କର ।
(c) \overrightarrow{\mathrm{XM}}\overrightarrow{\mathrm{YN}} ଦ୍ଵୟର ଛେଦବିନ୍ଦୁ C ହେଉ ।
(d) CX ଓ CY ର ଲମ୍ବ ସମଦ୍ବିଖଣ୍ଡକ ଅଙ୍କନ କର ଯାହା XY କୁ ଯଥାକ୍ରମେ B ଓ A ବିନ୍ଦୁରେ ଛେଦ କରିବ ।
(e) C͞B ଓ C͞A ଅଙ୍କନ କରି Δ ABC ସମ୍ପୂର୍ଣ୍ଣ କର ।

(v) b = c, ପରିସୀମା = 12.5 ସେ.ମି. ଓ m∠A = 75° ।
ସମାଧାନ:
ଅଙ୍କନ ପ୍ରଣାଳୀ :
BSE Odisha 9th Class Maths Solutions Geometry Chapter 6 ଅଙ୍କନ Ex 6(c) 5
(a) XY ଅଙ୍କନ କର ଯାହାର ଦୈର୍ଘ୍ୟ 12.5 ସେ.ମି. ।
(b) X ବିନ୍ଦୁରେ 37\frac{1}{2}° ମାପରେ ∠MXY ଓ Y ବିନ୍ଦୁରେ 37\frac{1}{2}° ମାପରେ ∠NYX ଅଙ୍କନ କର ।
(c) \overrightarrow{\mathrm{XM}}\overrightarrow{\mathrm{YN}} ଦ୍ଵୟର ଛେଦବିନ୍ଦୁ A ହେଉ ।
(d) AX ଓ AY ର ଲମ୍ବ ସମଦ୍ବିଖଣ୍ଡକ ଅଙ୍କନ କର ଯାହା XY କୁ ଯଥାକ୍ରମେ B ଓ C ବିନ୍ଦୁରେ ଛେଦ କରିବ ।
(e) A͞B ଓ AC ଅଙ୍କନ କରି Δ ABC ସମ୍ପୂର୍ଣ୍ଣ କର ।

BSE Odisha 9th Class Maths Solutions Geometry Chapter 6 ଅଙ୍କନ Ex 6(c)

Question 2.
ଏକ ସମବାହୁ ତ୍ରିଭୁଜ ଅଙ୍କନ କର ଯାହର ପରିସୀମା = 11.3 ସେ.ମି. ।
ସମାଧାନ:
ଅଙ୍କନ ପ୍ରଣାଳୀ :
BSE Odisha 9th Class Maths Solutions Geometry Chapter 6 ଅଙ୍କନ Ex 6(c) 6
(a) X͞Y ଅଙ୍କନ କର ଯାହାର ଦୈର୍ଘ୍ୟ 11.3 ସେ.ମି. ।
(b) X ଓ Y ବିନ୍ଦୁରେ 30° ପରିମିତ ଲେଖାଏଁ ଯଥାକ୍ରମେ ∠MXY ଏବଂ ∠NYX କୋଣମାନ ଅଙ୍କନ କର ।
(c) \overrightarrow{\mathrm{XM}}\overrightarrow{\mathrm{YN}} ଦ୍ଵୟର ଛେଦବିନ୍ଦୁ A ହେଉ ।
(d) AX ଓ AY ଲମ୍ବ ସମଦ୍ବିଖଣ୍ଡକ ମାନ ଅଙ୍କନ କର ଯାହା XY କୁ ଯଥାକ୍ରମେ B ଓ C ବିନ୍ଦୁରେ ଛେଦ କରନ୍ତୁ ।
(e) AB ଓ AC ଅଙ୍କନ କରି Δ ABC ସଂପୂର୍ଣ୍ଣ କର ।

Question 3.
ଏକ ସମକୋଣୀ ସମଦ୍ବିବାହୁ ତ୍ରିଭୁଜ ଅଙ୍କନ କର ଯାହାର ପରିସୀମା 11.7 ସେ.ମି. ।
ସମାଧାନ:
ଅଙ୍କନ ପ୍ରଣାଳୀ :
BSE Odisha 9th Class Maths Solutions Geometry Chapter 6 ଅଙ୍କନ Ex 6(c) 7
(a) XY ଅଙ୍କନ କର ଯାହାର ଦୈର୍ଘ୍ୟ 11.7 ସେ.ମି. ।
(b) X ବିନ୍ଦୁରେ 22\frac{1}{2}° ପରିମିତ ∠MXY ଓ Y ବିନ୍ଦୁରେ 22\frac{1}{2}° ପରିମିତ ∠NYX ଅଙ୍କନ କର ।
(c) \overrightarrow{\mathrm{XM}}\overrightarrow{\mathrm{YN}} ଦ୍ଵୟର ଛେଦବିନ୍ଦୁ A ହେଉ ।
(d) A͞X ଏବଂ AY ର ଲମ୍ବ ସମଦ୍ବିଖଣ୍ଡ ମାନ ଅଙ୍କନ କର ଯାହା XY କୁ B ଓ C ବିନ୍ଦୁରେ ଛେଦ କରୁ ।
(e) AB ଓ AC ଅଙ୍କନ କରି Δ ABC ସମ୍ପୂର୍ଣ୍ଣ କର ।

Leave a Comment