BSE Odisha 10th Class Maths Solutions Algebra Chapter 5 ପରିସଂଖ୍ୟାନ Ex 5(c)

Odisha State Board BSE Odisha 10th Class Maths Solutions Algebra Chapter 5 ପରିସଂଖ୍ୟାନ Ex 5(c) Textbook Exercise Questions and Answers.

BSE Odisha Class 10 Maths Solutions Algebra Chapter 5 ପରିସଂଖ୍ୟାନ Ex 5(c)

Question 1.
ଦତ୍ତ ଉକ୍ତିମାନଙ୍କ ମଧ୍ୟରୁ ଯେଉଁଟି ଠିକ୍ ତା’ ପାଖରେ ‘ନ’ ଓ ଯେଉଁଟି ଭୁଲ୍ ତା’ ପାଖରେ F ଲେଖ ।
(i) ଏକ ତଥ୍ୟାବଳୀର ସମସ୍ତ ଲବ୍‌ଧାଙ୍କ ସମାନ ସମାନ ଥର ରହିଲେ ଏହି ତଥ୍ୟାବଳୀର ଗରିଷ୍ଠକ ନାହିଁ ।
(ii) ବାରମ୍ବାରତା ସାରଣୀ ଅନ୍ତର୍ଭୁକ୍ତ ତଥ୍ୟାବଳୀର ସର୍ବାଧ‌ିକ ବାରମ୍ବାରତା ହିଁ ଉକ୍ତ ତଥ୍ୟାବଳୀ ଗରିଷ୍ଠକ ।
(iii) ଏକ ତଥ୍ୟାବଳୀର ଯଦି ଗରିଷ୍ଠକ ଥାଏ, ତେବେ ଏହାର ସର୍ବଦା ଗୋଟିଏ ମାତ୍ର ଗରିଷ୍ଠକ ଥବ ।
ଉ :
(i) T (ଦ୍ରଷ୍ଟବ୍ୟରେ ଏହା ଲିଖ୍)
(ii) F (ଗରିଷ୍ଠକର ସଂଜ୍ଞା ଅନୁଯାୟୀ )
(iii) F ( କାରଣ 5, 7, 7, 7, 8, 8, 9, 9, 9ରେ ଗରିଷ୍ଠକ 7 ଏବଂ 9 ଅଟେ ।)

Question 2.
ଦତ୍ତ ତଥ୍ୟାବଳୀର ଗରିଷ୍ଠକ ନିର୍ଣ୍ଣୟ କର ।
(i) 5, 6, 7, 7,8, 9, 9, 9, 10, 10, 11, 12, 12
(ii) 12, 8, 15, 9, 11, 8, 10, 11, 13, 9, 12, 10, 14, 11, 13, 10
ସମାଧାନ :
(i) 5, 6, 7, 7,8, 9, 9, 9, 10, 10, 11, 12, 12 ଲବ୍‌ଧାଙ୍କଗୁଡ଼ିକ ସାନରୁ ବଡ଼ କ୍ରମେ ସଜ୍ଜିତ ।
ଏଠାରେ ଗରିଷ୍ଠକ M = 9 (∵ 9ର ବାରମ୍ବାରତା ସର୍ବାଧିକ ।)

(ii) 8, 8, 9, 9, 10, 10, 10, 11, 11, 11, 12, 12, 13, 13, 14, 15
ଲବ୍‌ଧାଙ୍କଗୁଡ଼ିକ ସାନରୁ ବଡ଼ କ୍ରମେ ସଜ୍ଜିତ ।
ଏଠାରେ ଗରିଷ୍ଠକ Mo = 10 ଓ 11 (∵ 10 ଓ 11ର ବାରମ୍ବାରତା ସର୍ବାଧିକ ।)

BSE Odisha 10th Class Maths Solutions Algebra Chapter 5 ପରିସଂଖ୍ୟାନ Ex 5(c)

Question 3.
ନିମ୍ନ ସାରଣୀ ଅନ୍ତର୍ଭୁକ୍ତ ତଥ୍ୟାବଳୀର ଗରିଷ୍ଠକ ନିର୍ଣ୍ଣୟ କର ।

ଉଚ୍ଚତା (ସେ.ମି.) ଲବ୍‌ଧାଙ୍କ : 120 121 122 123 124
ବାରମ୍ବାରତା : 5 8 18 10 9

ସମାଧାନ :
ସାରଣୀରୁ ସ୍ପଷ୍ଟ ଯେ ଲବ୍‌ଧାଙ୍କ 122 ର ବାରମ୍ବାରତା ସର୍ବାଧ‌ିକ 18 ।
∴ ଦତ୍ତ ତଥ୍ୟାବଳୀର ଗରିଷ୍ଠକ 122 ।

Question 4.
ଦୁଇଟି ଲୁଡୁଗୋଟିକୁ ଏକା ସାଙ୍ଗରେ 15 ଥର ଗଡ଼ାଇବାରେ ମିଳିଥିବା ଲବ୍‌ଧାଙ୍କଗୁଡ଼ିକ 7, 8, 10, 10, 11, 7, 12, 9, 7, 9, 8, 12, 11, 10, 7 । ଉକ୍ତ ବଣ୍ଟନର ଗରିଷ୍ଠକ ନିର୍ଣ୍ଣୟ କର ।
ସମାଧାନ :
ଦୁଇଟି ଲୁଡୁଗୋଟିକୁ ଏକା ସାଙ୍ଗରେ 15 ଥର ଗଡ଼ାଇବାରେ ମିଳିଥିବା ଲବ୍‌ଧାଙ୍କଗୁଡ଼ିକ –
7, 8, 10, 10, 11, 7, 12, 9, 7, 9, 8, 12, 11, 10, 71
ଲବ୍‌ଧାଙ୍କଗୁଡ଼ିକ ସାନରୁ ବଡ଼ କ୍ରମେରେ ସଜାକ ରଖିଲେ
7, 7, 7, 7, 8, 8, 9, 9, 10, 10, 10, 11, 11, 12, 12
ଏଠାରେ ଗରିଷ୍ଠକ Mo = 7 (∵ 7ର ବାରମ୍ବାରତା ସର୍ବାଧ‌ିକ 4)

BSE Odisha 10th Class Maths Solutions Algebra Chapter 5 ପରିସଂଖ୍ୟାନ Ex 5(c)

Question 5.
ଗୋଟିଏ ଜୋତା ଦୋକାନରେ ବିଭିନ୍ନ ମାପ ବିଶିଷ୍ଟ ଜୋତା ବିକ୍ରୟର ବାରମ୍ବାରତା ବଣ୍ଟନ ନିମ୍ନରେ ଦିଆଯାଇଛି ।

କୋତାମପ 5 6 7 8 9 10
ବିକ୍ରି ସଂଖ୍ୟା 20 33 40 85 15 8

(i) ଉପରିସ୍ଥ ବଣ୍ଟନକୁ ଲକ୍ଷ୍ୟ କରି କେଉଁ ମାପର ଜୋତାକୁ ମହଜୁଦ ରଖୁବା ଲାଗି ଦୋକାନୀ ଅଧ୍ବକ ଧ୍ୟାନ ଦେବ, ସ୍ଥିର କର ।
(ii) ଦତ୍ତ ତଥ୍ୟାବଳୀର କେଉଁ ପ୍ରକାର କେନ୍ଦ୍ରୀୟ ପ୍ରବଣତା ତୁମେ ନିଶ୍ଚୟ କଲ ?
ସମାଧାନ :
(i) ଦତ୍ତ ତଥ୍ୟାବଳୀରେ ସ୍ପଷ୍ଟ ଯେ ୫ ନମ୍ବର ଜୋତାର ବିକ୍ରିସଂଖ୍ୟା (ବାରମ୍ବାରତା) ସର୍ବାଧ‌ିକ ‘85” ଯୋଡ଼ା । ତେଣୁ ଦୋକାନୀ ୫ ନମ୍ବର ଜୋତା ମହଜୁଦ୍ ରଖ୍ ପ୍ରତି ଅଧ‌ିକ ଧ୍ୟାନ ଦେବେ ।
(ii) ଦତ୍ତ ତଥ୍ୟାବଳୀର କେଉଁ ପ୍ରକାର କେନ୍ଦ୍ରୀୟ ପ୍ରବଣତା ତୁମେ ନିର୍ଣ୍ଣୟ କଲ ?

Leave a Comment