BSE Odisha 7th Class Maths Solutions Chapter 4 ଘାତାଙ୍କ ଓ ଘାତରାଶି Ex 4.3

Odisha State Board BSE Odisha 7th Class Maths Solutions Chapter 4 ଘାତାଙ୍କ ଓ ଘାତରାଶି Ex 4.3 Textbook Exercise Questions and Answers.

BSE Odisha Class 7 Maths Solutions Chapter 4 ଘାତାଙ୍କ ଓ ଘାତରାଶି Ex 4.3

Question 1.
(କ) ଆଲୋକର ବେଗ ସେକେଣ୍ଡ ପ୍ରତି 300,000,000 ମିଟର । ଏହି ବେଗକୁ ପ୍ରାମାଣିକ ରୂପରେ ପ୍ରକାଶ କର ।
ସମାଧାନ:
300,000,000 ପ୍ରାମାଣିକ ରୂପ = 3 × 103 ମି. = 3.0 × 108 ମିଟର ।

(ଖ) ପୃଥ‌ିବୀଠାରୁ ଚନ୍ଦ୍ରର ହାରାହାରି ଦୂରତା ପ୍ରାୟ 384000000 ମିଟର । ଉକ୍ତ ଦୂରତାର ପ୍ରାମାଣିକ ରୂପ ଲେଖ
ସମାଧାନ:
384000000 ର ପ୍ରାମାଣିକ ରୂପ = 3.84 × 100000000 ମି. = 3.84 × 108 ମି.

Question 2.
ନିମ୍ନରେ କେତେଗୁଡ଼ିଏ ସଂଖ୍ୟାର ପ୍ରାମାଣିକ ରୂପ ଦିଆଯାଇଛି । ସଂଖ୍ୟାଟିକୁ ଲେଖ ।

(କ) 9.8 × 104
ସମାଧାନ:
9.8 × 104 = \(\frac{98}{10}\) × 104 = 98 × 104-1 = 98 × 103 = 98000

(ଖ) 1.385 × 107
ସମାଧାନ:
1.385 × 107 = \(\frac{1385}{10^3}\) × 107 = 1385 × 107-3  = 1385 × 104 = 13850000

(ଗ) 5.15 × 1010
ସମାଧାନ:
5.15 × 1010 = \(\frac{515}{10^2}\) × 1010 = 515 × 1010-2 = 515 × 108 = 51500000000

(ଘ) 3.9 × 1011
ସମାଧାନ:
3.9 × 1011 = 3.9 × 10 × 1010 = 39 × 1010 = 390,000,000,000

BSE Odisha 7th Class Maths Solutions Chapter 4 ଘାତାଙ୍କ ଓ ଘାତରାଶି Ex 4.3

Question 3.
ନିମ୍ନରେ ଦିଆଯାଇଥବା ପ୍ରତ୍ୟେକ ଉକ୍ତିରେ ଥିବା ସଂଖ୍ୟାର ପ୍ରାମାଣିକ ରୂପ ଲେଖ ।

(କ) ପୃଥିବୀର ବ୍ୟାସ ପ୍ରାୟ 1,27,56,000 ମିଟର ।
ସମାଧାନ:
1,27,56,000 ମିଟର = 1.2756 × 107 ମିଟର ।

(ଖ) ସୂର୍ଯ୍ୟର ବ୍ୟାସ ପ୍ରାୟ 1,400,000,000 ମିଟର।
ସମାଧାନ:
1,400,000,000 ମିଟର = 1.4 × 109 ମିଟର ।

(ଗ) ଶନି ଗ୍ରହଠାରୁ ସୂର୍ଯ୍ୟର ଦୂରତା ପ୍ରାୟ 1,433,500,000,000 ମିଟର। 
ସମାଧାନ:
1,433,500,000,000 ମିଟର = 1.4355 × 1012 ମିଟର ।

(ଘ) ପୃଥିବୀରେ ପ୍ରାୟ 1,353,000,000 ଘନ କି.ମି. ସମୁଦ୍ର ଜଳ ଅଛି ।
ସମାଧାନ:
1,353,000,000 ଘନ କି.ମି. = 1.353 × 109 ଘନ କି.ମି. ।

Leave a Comment