BSE Odisha 8th Class Maths Solutions Geometry Chapter 4 ଅଙ୍କନ Ex 4(g)

Odisha State Board BSE Odisha 8th Class Maths Solutions Geometry Chapter 4 ଅଙ୍କନ Ex 4(g) Textbook Exercise Questions and Answers.

BSE Odisha Class 8 Maths Solutions Geometry Chapter 4 ଅଙ୍କନ Ex 4(g)

Question 1.
ABCD ଚତୁର୍ଭୁଜ ଅଙ୍କନ କର, ଯାହାର AB = 3.5 ସେ.ମି., BC = 5.5 ସେ.ମି., CD = 5 ସେ.ମି. ଏବଂ m∠B = 120°, m∠C = 90° |
Solution:
BSE Odisha 8th Class Maths Solutions Geometry Chapter 4 Img 30
(i) 5.5 ସେ.ମି. ଦୈର୍ଘ୍ୟ` ବିଶିଷ୍ଟ BC ଅଙ୍କନ କର ।
(ii) B ବିନ୍ଦୁରେ \( \overrightarrow{\mathrm{BX}}\) ଅଙ୍କନ କର, ଯେପରିକି m∠XBC = 120° ହେବ ।
(iii) C ବିନ୍ଦୁରେ \( \overrightarrow{\mathrm{CY}}\) ଅଙ୍କନ କର, ଯେପରିକି m∠YCB = 90° ହେବ ।
(iv) \( \overrightarrow{\mathrm{BX}}\) ରୁ \( \overrightarrow{\mathrm{BA}}\) = 3.5 ସେ.ମି. ଅଂଶ ଛେଦନ କର ଏବଂ \( \overrightarrow{\mathrm{CY}}\) ରୁ CD = 5 ସେ.ମି. ଅଂଶ ଛେଦନ କରି \( \overrightarrow{\mathrm{BX}}\) ଏବଂ \( \overrightarrow{\mathrm{CY}}\) ଉପରେ ଯଥାକ୍ରମେ A ଓ D ବିନ୍ଦୁ ସ୍ଥାପନ କର ।
(v) A, D କୁ ଯୋଗ କରି ABCD ଚତୁର୍ଭୁଜ ସଂପୂର୍ଣ୍ଣ କର ।

Question 2.
PORS ଚତୁର୍ଭୁଜ ଅଙ୍କନ କର, ଯେପରିକି PQ = QR = 3 ସେ.ମି., PS = 5 ସେ.ମି., m∠P = 90°, m∠Q= 105° |
Solution:
(i) 3 ସେ.ମି. ଦୈର୍ଘ୍ୟ ବିଶିଷ୍ଟ PQ ରେଖାଖଣ୍ଡ ଅଙ୍କନ କର ।
(ii) P ବିନ୍ଦୁରେ \( \overrightarrow{\mathrm{PX}}\) ଅଙ୍କନ କର, ଯେପରିକି m∠XPQ = 90° ହେବ ।
(iii) Q ବିନ୍ଦୁରେ \( \overrightarrow{\mathrm{QY}}\) ଅଙ୍କନ କର, ଯେପରିକି m∠YQP = 105° ହେବ ।
BSE Odisha 8th Class Maths Solutions Geometry Chapter 4 Img 31
(iv) \( \overrightarrow{\mathrm{PX}}\) ରୁ PS = 5 ସେ.ମି. ଅଂଶ ଛେଦନ କର ଏବଂ \( \overrightarrow{\mathrm{QY}}\) ରୁ QR = 3 ସେ.ମି. ଅଂଶ ଛେଦନ କରି \( \overrightarrow{\mathrm{BX}}\) ଏବଂ \( \overrightarrow{\mathrm{CY}}\) ଉପରେ ଯଥାକ୍ରମେ S ଓ R ବିନ୍ଦୁ ସ୍ଥାପନ କର ।
(v) S, R କୁ ଯୋଗକରି PORS ଚତୁର୍ଭୁଜ ସଂପୂର୍ଣ୍ଣ କର ।

BSE Odisha 8th Class Maths Solutions Geometry Chapter 4 ଅଙ୍କନ Ex 4(g)

Question 3.
PORS ଚତୁର୍ଭୁଜ ଅଙ୍କନ କର, ଯହିଁରେ m∠Q = 45°, m∠R = 90°, PQ = 5.5 ସେ.ମି., QR = 5 ସେ.ମି. ଏବଂ RS = 4 ସେ.ମି. |
Solution:
(i) 5 ସେ.ମି., ଦଣ QR ରେଖାଖଣ ଅନନ କର |
(ii) Q ଏବଂ R ଚତୁର୍ଭୁଜ ଯଥାକ୍ତମେ 45° ଏବଂ 90° ପରିମାଣ ବିଶିଷ ∠XQR ଏବଂ ∠YRQ ଅନନ କର |
BSE Odisha 8th Class Maths Solutions Geometry Chapter 4 Img 32
(iii) \( \overrightarrow{\mathrm{QX}}\) ରୁ QP = 9 ସେ.ମି. ଅଂଶ ଛେଦନ କର ଏବଂ \( \overrightarrow{\mathrm{RY}}\) ରୁ RS = 7 ସେ.ମି. ଅଂଶ ଛେଦନ କରି QX ଏବଂ \(\overline{\mathrm{RY}})\) ଉପରେ ଯଥାକ୍ରମେ P ଏବଂ S ବିନ୍ଦୁ ଚିହ୍ନଟ କର ।
(iv) P, S କୁ ଯୋଗକରି ଚତୁର୍ଭୁଜଟି ସଂପୂର୍ଣ୍ଣ କର ।

Question 4.
ABCD ଟ୍ରାପିଜିୟମ୍ ଅଙ୍କନ କର, ଯେପରି \(\overline{\mathrm{AD}})\)||\(\overline{\mathrm{BC}})\), AB = 3.8 ସେ.ମି., BC = 6 ସେ.ମି., CD = 4 ସେ.ମି. ଏବଂ m∠B = 60° |
Solution:
ABCD ଟ୍ରାପିଜିୟମ୍‌ରେ AD||BC
⇒ m∠B + m∠C = 180°
⇒ m∠C = 180° – m∠B
= 180° – 60° = 120°]
BSE Odisha 8th Class Maths Solutions Geometry Chapter 4 Img 33
(i) 6 ସେ.ମି. ଦୀର୍ଘ BC ରେଖାଖଣ୍ଡ ଅଙ୍କନ କର ।
(ii) B ବିନ୍ଦୁରେ \( \overrightarrow{\mathrm{BX}}\) ଅଙ୍କନ କର, ଯେପରିକି m∠XBC = 60° ହେବ ।
(iii) C ବିନ୍ଦୁରେ \( \overrightarrow{\mathrm{CY}}\) ଅଙ୍କନ କର, ଯେପରିକି m∠YCB = 120° ହେବ ।
(iv) \( \overrightarrow{\mathrm{BX}}\) ରୁ BA = 3.8 ସେ.ମି. ଅଂଶ ଛେଦନ କର ଏବଂ \( \overrightarrow{\mathrm{CY}}\) ରୁ CD = 4 ସେ.ମି. ଅଂଶ ଛେଦନ କରି \( \overrightarrow{\mathrm{BX}}\) ଓ \( \overrightarrow{\mathrm{CY}}\) ଉପରେ ଯଥାକ୍ରମେ A ଓ D ବିନ୍ଦୁ ସ୍ଥାପନ କର ।
(v) A, D କୁ ଯୋଗ କରି ABCD ଟ୍ରାପିଜିୟମ୍ ସଂପୂର୍ଣ୍ଣ କର ।

Leave a Comment