BSE Odisha 8th Class Maths Solutions Geometry Chapter 4 ଅଙ୍କନ Ex 4(h)

Odisha State Board BSE Odisha 8th Class Maths Solutions Geometry Chapter 4 ଅଙ୍କନ Ex 4(h) Textbook Exercise Questions and Answers.

BSE Odisha Class 8 Maths Solutions Geometry Chapter 4 ଅଙ୍କନ Ex 4(h)

Question 1.
4 ସେ.ମି. ବ୍ୟାସାର୍ଦ୍ଧ ବିଶିଷ୍ଟ ଏକ ବୃତ୍ତ ମଧ୍ଯରେ ଗୋଟିଏ ସମବାହୁ ତ୍ରିଭୁଜ ଅନ୍ତର୍ଲିଖନ କର ।
Solution:
(i) O କୁ କେନ୍ଦ୍ର ନେଇ 4 ସେ.ମି. ବ୍ୟାସାର୍ଷ ବିଶିଷ୍ଟ ଏକ ବୃତ୍ତ ଅଙ୍କନ କର ।
(ii) ବୃତ୍ତ ଉପରେ ଯେ କୌଣସି ଗୋଟିଏ ବିନ୍ଦୁ ନେଇ ତାହାର ନାମ A ଦିଅ ।
BSE Odisha 8th Class Maths Solutions Geometry Chapter 4 Img 34
(iii) A କୁ କେନ୍ଦ୍ର କରି 4 ସେ.ମି. ବ୍ୟାସାର୍ଦ୍ଧ ନେଇ ଗୋଟିଏ ଚାପ ଅଙ୍କନ କର । ଏହି ଚାପ ବୃତ୍ତକୁ ଛେଦ କରୁଥିବା ଗୋଟିଏ ବିନ୍ଦୁର ନାମ B ଦିଅ । ପୁଣି B କୁ କେନ୍ଦ୍ରକରି ପୂର୍ବ ବ୍ୟାସାର୍ଡ଼ ବିଶିଷ୍ଟ ଚାପ ଅଙ୍କନ କର । ତାହା ବୃତ୍ତକୁ ଯେଉଁ ବିନ୍ଦୁରେ ଛେଦକରେ (A ଭିନ୍ନ ଅନ୍ୟ ଏକ ବିନ୍ଦୁ) ତାହାର ନାମ C ଦିଅ । ଏହି କ୍ରମରେ ବୃତ୍ତ ଉପରେ D, E, F ବିନ୍ଦୁ ନିର୍ଣ୍ଣୟ କର ।
(iv) ବିନ୍ଦୁଗୁଡ଼ିକୁ ଗୋଟିଏ ଛଡ଼ା ଗୋଟିଏ (ଯେପରି A, C, E) ନେଇ ରେଖାଖଣ୍ଡ ଅଙ୍କନ କର (ଯେପରି AC, CE, EA ) । ଏ କ୍ଷେତ୍ରରେ △ACE ଆବଶ୍ୟକ ବୃତ୍ତାନ୍ତର୍ଲିଖ ସମବାହୁ ତ୍ରିଭୁଜ ।

Question 2.
4 ସେ.ମି. ବ୍ୟାସାର୍ଦ୍ଧ ବିଶିଷ୍ଟ ବୃତ୍ତରେ ଏକ ବର୍ଗଚିତ୍ର ଅନ୍ତର୍ଲିଖନ କର ।
Solution:
(i) O କୁ କେନ୍ଦ୍ର ନେଇ 4 ସେ.ମି. ବ୍ୟାସାର୍କ ବିଶିଷ୍ଟ ଏକ ବୃତ୍ତ ଅଙ୍କନ କର ।
(ii) ବୃତ୍ତ ଉପରେ ଯେ କୌଣସି ଏକ ବିନ୍ଦୁ A ନେଇ \( \overrightarrow{\mathrm{AO}}\) ଅଙ୍କନ କର । ତାହା ବୃତ୍ତକୁ ଛେଦକରୁଥ‌ିବା ବିନ୍ଦୁର ନାମ C ଦିଅ। AC ବୃତ୍ତର ଗୋଟିଏ ବ୍ୟାସ ।
BSE Odisha 8th Class Maths Solutions Geometry Chapter 4 Img 35
(iii) \( \overrightarrow{\mathrm{OX}}\) ଅଙ୍କନ କର । ଯେପରି ∠AOX ଏକ ସମକୋଣ ହେବ। \( \overrightarrow{\mathrm{OX}}\) ଓ ବୃତ୍ତର ଛେଦବିନ୍ଦୁର ନାମ B ଦିଅ ।
(iv) \( \overrightarrow{\mathrm{BO}}\) ଅଙ୍କନ କର । ତାହା ବୃତ୍ତକୁ ଛେଦକରୁଥିବା ବିଦୁର ନାମ D ଦିଅ | \(\overline{\mathrm{BD}})\) ବୃତ୍ତର ଆଉ ଗୋଟିଏ ବ୍ୟାସ, ଯେପରି \(\overline{\mathrm{AC}})\) ⊥ \(\overline{\mathrm{BD}})\) | ABCD ଆବଶ୍ୟକ ବୃତ୍ତାନ୍ତର୍ଲିଖ ବର୍ଗଚିତ୍ର ।

BSE Odisha 8th Class Maths Solutions Geometry Chapter 4 ଅଙ୍କନ Ex 4(h)

Question 3.
10 ସେ.ମି. ବ୍ୟାସ ବିଶିଷ୍ଟ ବୃତ୍ତରେ ଏକ ସୁଷମ ଷଡ଼ଭୁଜ ଅନ୍ତର୍ଲିଖନ କର ।
Solution:
(i) O କୁ କେନ୍ଦ୍ର ନେଇ 5 ସେ.ମି. ବ୍ୟାସାର୍ଦ୍ଧ ବିଶିଷ୍ଟ ଏକ ବୃତ୍ତ ଅଙ୍କନ କର ।
(ii) ବୃତ୍ତ ଉପରେ ଯେ କୌଣସି ଗୋଟିଏ ବିନ୍ଦୁ ନେଇ ତାହାର ନାମ A ଦିଅ ।
BSE Odisha 8th Class Maths Solutions Geometry Chapter 4 Img 36
(iii) A କୁ କେନ୍ଦ୍ର କରି 5 ସେ.ମି. ବ୍ୟାସାର୍ଦ୍ଧ ନେଇ ଗୋଟିଏ ଚାପ ଅଙ୍କନ କର । ଏହି ଚାପ ବୃତ୍ତକୁ ଛେଦ- କରୁଥିବା ଗୋଟିଏ ବିନ୍ଦୁର ନାମ B ଦିଅ । ପୁଣି B କୁ କେନ୍ଦ୍ରକରି ପୂର୍ବ ବ୍ୟାସାର୍ଷ ବିଶିଷ୍ଟ ଚାପ ଅଙ୍କନ କର । ତାହା ବୃତ୍ତକୁ ଯେଉଁ ବିନ୍ଦୁରେ ଛେଦକରେ (A ଭିନ୍ନ ଅନ୍ୟ ଏକ ବିନ୍ଦୁ) ତାହାର ନାମ C ଦିଅ । ଏହି କ୍ରମରେ ବୃତ୍ତ ଉପରେ D, E, F ବିନ୍ଦୁ ନିର୍ଣ୍ଣୟ କର ।
(iv) AB, BC, CD, DE, EF,FA ଛେଦକରୁଥ‌ିବା ଅଙ୍କନ କର । ABCDEF ରତିୟ ପରାନ୍ତଳଖଣ ପ୍ରକମ ଷଡ଼ଭୁଜ ।

Leave a Comment